କନିଷ୍ଠ ଶିକ୍ଷକ ଚୟନ ମାମଲାରେ ମଙ୍ଗଳବାର ଆସିଛି ଗୁରୁତ୍ୱପୂର୍ଣ୍ଣ ରାୟ । ଏହି ମାମଲାର ଶୁଣାଣି କରି ଓସେପାର ମେରିଟ ଲିଷ୍ଟକୁ କାଏମ ରଖିଛନ୍ତି ହାଇକୋର୍ଟ । ଜଣିକିଆ ଖଣ୍ଡପୀଠଙ୍କ ରାୟ ସଂଶୋଧନ କରିଛନ୍ତି ଡିଭିଜନ ବେଞ୍ଚ । ମେରିଟ ସହ ପ୍ରିଫରେନ୍ସକୁ ଗୁରୁତ୍ୱ ଦେଇ ନିଯୁକ୍ତି ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଗୁଣାତ୍ମକ ଶିକ୍ଷା ପାଇଁ ଗୁଣାତ୍ମକ ଶିକ୍ଷାଦାନ ବ୍ୟବସ୍ଥା ତଥା ମେଧାବୀ ଶିକ୍ଷକଙ୍କ ଆବଶ୍ୟକତା ରହିଛି। ଏହି ଯୁକ୍ତିକୁ ହାଇକୋର୍ଟ ଗ୍ରହଣ କରିଛନ୍ତି। ହାଇକୋର୍ଟଙ୍କ ଏହି ରାୟ ପରେ ବର୍ଷ ବର୍ଷ ଧରି ଚାକିରି ଅପେକ୍ଷାରେ ଥିବା ବହୁ ଆଶାୟୀ ଖୁବ୍ ଉତ୍ସାହିତ ହୋଇ ପଡ଼ିଛନ୍ତି।
Related Posts
ସବୁ ମହିଳା ପାଇବେ ସୁଭଦ୍ରା ଯୋଜନା ଲାଭ
- Admin
- June 24, 2024
- 0
ସୁଭଦ୍ରା ଯୋଜନା’କୁ ନେଇ ବଡ଼ ଅପ୍ଡେଟ୍। ରାଜ୍ୟର ସମସ୍ତ ମହିଳାଙ୍କୁ ଏହି ଯୋଜନାରେ ଟଙ୍କା ମିଳିବ ବୋଲି ରବିବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ତେବେ ଯୋଜନା ଉପରେ କ୍ୟାବିନେଟ୍ ମୋହର ବାଜିଥିବା …
ଅଢେଇ କୋଟି ଗଛ ଲଗାଇବେ ମିସନ ଶକ୍ତି ମହିଳା
- Admin
- June 24, 2024
- 0
ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ କ୍ରମେ ମା’ ନାଁ ରେ ଗଛଟିଏ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ସାଢ଼େ ଚାରି କୋଟି ଓଡ଼ିଆଙ୍କ ଲାଗି ସାଢ଼େ ଚାରି କୋଟି ଗଛ ଲଗାଇବାକୁ ମହିଳା ଓ …
ଅଣସର ପିଣ୍ଡିରେ ମହାପ୍ରଭୁ, ଅଲାରନାଥ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- Admin
- June 24, 2024
- 0
ଶ୍ରୀମନ୍ଦିରରେ ସ୍ନାନ ବେଦୀରେ ଦିବ୍ୟ ସ୍ନାନ ପରେ ଜ୍ୱରରେ ପୀଡ଼ିତ ହୋଇଛନ୍ତି ମହାପ୍ରଭୁ। ତେଣୁ ଅଣସର ଘରେ ଅଣସର ପିଣ୍ଡିକୁ ବିଜେ କରିଛନ୍ତି। ଅଣସର ଘରେ ଚାଲିବ ଚତୁର୍ଦ୍ଧାମୂର୍ତ୍ତିଙ୍କ ଗୁପ୍ତ ନୀତି। ସେଥିପାଇଁ ରତ୍ନସିଂହାସନରେ …
Techno rozen I just like the helpful information you provide in your articles