ODIA TECH BULLETIN

ଖବର ଯାହା ଚର୍ଚ୍ଚାରେ

Odisha News

ସରକାରଙ୍କ ନିଦେ୍ର୍ଦଶ; ଓଏଏସ, ଓଆରଏସଙ୍କ ବିରୋଧରେ ତଦନ୍ତ ଶୀଘ୍ର ସାର

ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଓଏଏସ-କନିଷ୍ଠ ବର୍ଗ ଏବଂ ଓଆରଏସ୍ ଅଧିକାରୀମାନଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନିମନ୍ତେ ବକେୟା ତଦନ୍ତ ରିପୋର୍ଟଗୁଡ଼ିକ ଶୀଘ୍ର ଦାଖଲ କରିବାକୁ ନିଦେ୍ର୍ଦଶ ଜାରି କରାଯାଇଛି । ପୂର୍ବରୁ ସରକାରଙ୍କ ନିଦେ୍ର୍ଦଶାନୁସାରେ ତଦନ୍ତକାରୀ ଅଧିକାରୀ ନିଯୁକ୍ତି ତାରିଖରୁ ୯୦ ଦିନ ମଧ୍ୟରେ ରିପୋର୍ଟ ଦାଖଲ କରିବାକୁ ନିଦେ୍ର୍ଦଶ ଦିଆଯାଇଥିଲା । କିନ୍ତୁ ବକେୟା ଥିବା ମାମଲା ନିମନ୍ତେ ସମ୍ପୃକ୍ତ ଅଧିକାରୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନରେ ଅନାବଶ୍ୟକ ବିଳମ୍ବ ହେଉଛି । ଏହି ପରିପ୍ରେକ୍ଷୀରେ ସମସ୍ତ ବକେୟା ମାମଲାକୁ ପ୍ରାଥମିକତା ଆଧାରରେ ତଦନ୍ତ କରାଯାଇ ଏକ ମାସ ମଧ୍ୟରେ ଅର୍ଥାତ୍ ୩୧ ମାର୍ଚ୍ଚ ୨୦୨୬ ପୂର୍ବରୁ ତଦନ୍ତ ରିପୋର୍ଟ ଦାଖଲ କରିବାକୁ ରାଜସ୍ୱ ସଚିବ ନିଦେ୍ର୍ଦଶ ଦେଇଛନ୍ତି  ।

Arunodaya

Arunodaya Das is an independent Odia journalist and digital media professional with 9+ years of experience in journalism, including 7+ years in digital news media. He has worked with leading Odia newspapers and reports on Odisha news, Indian current affairs, technology, and global developments. He is the founder of OdiaTechBulletin, a popular Odia digital news platform delivering daily news updates and analysis for Odia audiences worldwide.

Leave a Reply

Your email address will not be published. Required fields are marked *