ସୁଭଦ୍ରା ଯୋଜନା’କୁ ନେଇ ବଡ଼ ଅପ୍ଡେଟ୍। ରାଜ୍ୟର ସମସ୍ତ ମହିଳାଙ୍କୁ ଏହି ଯୋଜନାରେ ଟଙ୍କା ମିଳିବ ବୋଲି ରବିବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ତେବେ ଯୋଜନା ଉପରେ କ୍ୟାବିନେଟ୍ ମୋହର ବାଜିଥିବା ବେଳେ ଏବେ ଡ୍ରାଫ୍ଟିଂ ଷ୍ଟେଜରେ ଅଛି। ଆସନ୍ତା ୧୦୦ ଦିନ ମଧ୍ୟରେ ନିଶ୍ଚିତ ଭାବେ ଲଞ୍ଚ ହେବ ବୋଲି ସେ କହିଛନ୍ତି।ଏହି ଯୋଜନାକୁ ମହିଳାମାନଙ୍କ ପାଖରେ ପହଞ୍ଚାଇବା ଲାଗି ପ୍ରସ୍ତୁତ ରହିଛି। ଏହି ଯୋଜନା ଲାଗି ଆବଶ୍ୟକୀୟ ବଜେଟ ସମ୍ପର୍କରେ କେନ୍ଦ୍ର ସରକାରଙ୍କୁ ଅବଗତ କରାଯାଇଛି ବୋଲି ସେ ମଧ୍ୟ କହିଛନ୍ତି।
Related Posts
କନିଷ୍ଠ ଶିକ୍ଷକ ଚୟନ ମାମଲାରେ ଆସିଲା ହାଇକୋର୍ଟଙ୍କ ରାୟ;ଓସେପା ମେରିଟ ଲିଷ୍ଟ କାଏମ
- Admin
- June 19, 2024
- 1
କନିଷ୍ଠ ଶିକ୍ଷକ ଚୟନ ମାମଲାରେ ମଙ୍ଗଳବାର ଆସିଛି ଗୁରୁତ୍ୱପୂର୍ଣ୍ଣ ରାୟ । ଏହି ମାମଲାର ଶୁଣାଣି କରି ଓସେପାର ମେରିଟ ଲିଷ୍ଟକୁ କାଏମ ରଖିଛନ୍ତି ହାଇକୋର୍ଟ । ଜଣିକିଆ ଖଣ୍ଡପୀଠଙ୍କ ରାୟ ସଂଶୋଧନ କରିଛନ୍ତି …
ଅଢେଇ କୋଟି ଗଛ ଲଗାଇବେ ମିସନ ଶକ୍ତି ମହିଳା
- Admin
- June 24, 2024
- 0
ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ କ୍ରମେ ମା’ ନାଁ ରେ ଗଛଟିଏ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ସାଢ଼େ ଚାରି କୋଟି ଓଡ଼ିଆଙ୍କ ଲାଗି ସାଢ଼େ ଚାରି କୋଟି ଗଛ ଲଗାଇବାକୁ ମହିଳା ଓ …
ପୂରା ରାଜ୍ୟରେ ମୌସୁମୀ ସକ୍ରିୟ
- Admin
- June 24, 2024
- 0
ଜୁନ ୮ରେ ଓଡ଼ିଶାକୁ ସ୍ପର୍ଶ କରିଥିବା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଶେଷରେ ରବିବାର ପୂରା ରାଜ୍ୟରେ ସକ୍ରିୟ ହୋଇଛି। ଜୁନ ୮ରେ ମୌସୁମୀ ମାଲକାନାଗିରି ସମେତ ଦକ୍ଷିଣ ପ୍ରାନ୍ତର କିଛି ଜିଲ୍ଲାକୁ ଛୁଇଁଥିଲା। …