ପୂରା ରାଜ୍ୟରେ ମୌସୁମୀ ସକ୍ରିୟ

ଜୁନ ୮ରେ ଓଡ଼ିଶାକୁ ସ୍ପର୍ଶ କରିଥିବା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଶେଷରେ ରବିବାର ପୂରା ରାଜ୍ୟରେ ସକ୍ରିୟ ହୋଇଛି। ଜୁନ ୮ରେ ମୌସୁମୀ ମାଲକାନାଗିରି ସମେତ ଦକ୍ଷିଣ ପ୍ରାନ୍ତର କିଛି ଜିଲ୍ଲାକୁ ଛୁଇଁଥିଲା। …

Read more

ଅଢେଇ କୋଟି ଗଛ ଲଗାଇବେ ମିସନ ଶକ୍ତି ମହିଳା

ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ କ୍ରମେ ମା’ ନାଁ ରେ ଗଛଟିଏ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ଉପମୁଖ୍ୟମନ୍ତ୍ରୀ  ପ୍ରଭାତୀ ପରିଡା। ସାଢ଼େ ଚାରି କୋଟି ଓଡ଼ିଆଙ୍କ ଲାଗି ସାଢ଼େ ଚାରି କୋଟି ଗଛ ଲଗାଇବାକୁ ମହିଳା ଓ …

Read more

ସବୁ ମହିଳା ପାଇବେ ସୁଭଦ୍ରା ଯୋଜନା ଲାଭ

ସୁଭଦ୍ରା ଯୋଜନା’କୁ ନେଇ  ବଡ଼ ଅପ୍‌ଡେଟ୍‌। ରାଜ୍ୟର ସମସ୍ତ ମହିଳାଙ୍କୁ ଏହି ଯୋଜନାରେ ଟଙ୍କା ମିଳିବ ବୋଲି ରବିବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ତେବେ ଯୋଜନା ଉପରେ କ୍ୟାବିନେଟ୍‌ ମୋହର ବାଜିଥିବା …

Read more

ଅଣସର ପିଣ୍ଡିରେ ମହାପ୍ରଭୁ, ଅଲାରନାଥ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଶ୍ରୀମନ୍ଦିରରେ ସ୍ନାନ ବେଦୀରେ ଦିବ୍ୟ ସ୍ନାନ ପରେ ଜ୍ୱରରେ ପୀଡ଼ିତ ହୋଇଛନ୍ତି ମହାପ୍ରଭୁ। ତେଣୁ ଅଣସର ଘରେ ଅଣସର ପିଣ୍ଡିକୁ ବିଜେ କରିଛନ୍ତି। ଅଣସର ଘରେ ଚାଲିବ ଚତୁର୍ଦ୍ଧାମୂର୍ତ୍ତିଙ୍କ ଗୁପ୍ତ ନୀତି। ସେଥିପାଇଁ ରତ୍ନସିଂହାସନରେ …

Read more

କନିଷ୍ଠ ଶିକ୍ଷକ ଚୟନ ମାମଲାରେ ଆସିଲା ହାଇକୋର୍ଟଙ୍କ ରାୟ;ଓସେପା ମେରିଟ ଲିଷ୍ଟ କାଏମ

କନିଷ୍ଠ ଶିକ୍ଷକ ଚୟନ ମାମଲାରେ ମଙ୍ଗଳବାର ଆସିଛି ଗୁରୁତ୍ୱପୂର୍ଣ୍ଣ ରାୟ । ଏହି ମାମଲାର ଶୁଣାଣି କରି ଓସେପାର ମେରିଟ ଲିଷ୍ଟକୁ କାଏମ ରଖିଛନ୍ତି ହାଇକୋର୍ଟ । ଜଣିକିଆ ଖଣ୍ଡପୀଠଙ୍କ ରାୟ ସଂଶୋଧନ କରିଛନ୍ତି …

Read more